BREAKING: ୩୧ ଅଗଷ୍ଟରେ OTET ପରୀକ୍ଷା, ଦୁଇଟି ସିଟିଂରେ ହେବ ଏକଜାମ୍‌

ପ୍ରଶ୍ନପତ୍ର ଲିକ୍ ଯୋଗୁଁ ପୂର୍ବ ପରୀକ୍ଷା ବାତିଲ୍ ହୋଇଥିଲା।

ଭୁବନେଶ୍ୱର: ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍ ଓଟିଇଟି ପରୀକ୍ଷା। ସ୍ପେଶାଲ୍ ଓଟିଇଟି ନେଇ ବୋର୍ଡ ପକ୍ଷରୁ ସୂଚନା। ଦୁଇଟି ସିଟିଂରେ ହେବ ସ୍ପେଶାଲ୍ ଓଟିଇଟି ପରୀକ୍ଷା।

ସକାଳ ୯ଟାରୁ ୧୧.୩୦ ଯାଏଁ ପେର୍ପ-୧ ଓଟିଇଟି ପରୀକ୍ଷା ହେବ। ଦିନ ୨ଟାରୁ ସାଢେ ୪ଟା ଯାଏଁ ପେର୍ପ-୨ ଓଟିଇଟି ପରୀକ୍ଷା ହେବ।

ଚଳିତ ମାସ ଅର୍ଥାତ ଅଗଷ୍ଟ ୨୨ରୁ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ଆଡ୍‌ମିଟ୍ କାର୍ଡ।

ପ୍ରଶ୍ନପତ୍ର ଲିକ୍ ଯୋଗୁଁ ପୂର୍ବ ପରୀକ୍ଷା ବାତିଲ୍ ହୋଇଥିଲା।