Gold Price: ଛୁଟି ଦିନରେ କମିଲା ସୁନା ଦର, ୨୨ କ୍ୟାରେଟ୍ ସୁନା ମୂଲ୍ୟ ରହିଛି ଏତିକି ଟଙ୍କା
ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର।
ଭୁବନେଶ୍ବର: ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର।
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର 10 ଗ୍ରାମ ପ୍ରତି ୯୨,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୮୦ ଟଙ୍କା ରହିଛି । ଗତକାଲି ଅର୍ଥାତ ଶନିବାର ଅପେକ୍ଷା ରବିବାର ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ ।
ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ସାମାନ୍ୟ ହ୍ରାସ ପାଇଛି । ରବିବାର ଭୁବନେଶ୍ବରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୮୦ ଟଙ୍କା ରହିଛି ।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୮୦ ଟଙ୍କା ରହିଛି । ଗତକାଲି ଅପେକ୍ଷା ଆଜି ଦର ହ୍ରାସ ପାଇଥିବା ଦେଖିବାକୁ ମିଳିଛି ।
ରାଜଧାନୀ ଦିଲ୍ଲୀରେ ସୁନା ଦର ବଦଳିଥିବା ଦେଖିବାକୁ ମିଳିଛି । ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୯୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୩୩୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୮୦ ଟଙ୍କା ରହିଛି ।
ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୮୦ ଟଙ୍କା ରହିଛି ।
ବେଙ୍ଗାଲୁରୁରେ ମଧ୍ୟ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୮୦ ଟଙ୍କା ରହିଛି ।
ଭାରତୀୟ ବଜାରରେ ରୂପା ମୂଲ୍ୟ କିଲୋ ପ୍ରତି ୧ ଲକ୍ଷ ୧୬ ହଜାର ୨୦୦ ଟଙ୍କା ରହିଥିବା ବେଳେ ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ମଧ୍ୟ ରୂପା ମୂଲ୍ୟ ସମାନ ରହିଛି ।