ସବୁ ଥାନାରୁ ହଟିବ ଜବତ, ଅବ୍ୟହୃତ ଓ ଅଚଳ ଗାଡ଼ି; ମେୟରଙ୍କ ବଡ଼ ସୂଚନା

ସବୁ ଥାନାରୁ ହଟିବ ଜବତ, ଅବ୍ୟହୃତ ଓ ଅଚଳ ଗାଡ଼ି । ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସଙ୍କ ସୂଚନା ।

ଭୁବନେଶ୍ୱର: ସବୁ ଥାନାରୁ ହଟିବ ଜବତ, ଅବ୍ୟହୃତ ଓ ଅଚଳ ଗାଡ଼ି । ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସଙ୍କ ସୂଚନା । ଜବତ ଗାଡ଼ି ପଡ଼ି ରହିବା ଯୋଗୁ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେଉଛି। ଗାଡ଼ି ହଟିଲେ ଜାଗା ସଫା ହେବ ଏବଂ ରାଜସ୍ବ ବଢିବ କହିଲେ ମେୟର୍ ।

ପୋଲିସ୍ କମିଶନରକୁ ଚିଠି କରିବ ଭୁବନେଶ୍ୱର ମହାନଗର ନିଗମ। ଥାନା ସହ ବିଏମ୍‌ସିର ଅବ୍ୟହୃତ ଓ ଅଚଳ ଗାଡ଼ି ସ୍କ୍ରାବ୍ ହେବ ବୋଲି କହିଲେ ମେୟର୍ ।