ଗ୍ରାହକଙ୍କ ପାଇଁ ଖୁସି ଖବର, ଶସ୍ତା ହେଲା ସୁନା, ଗଣେଶ ପୂଜା ପୂର୍ବରୁ ବଢ଼ୁଥିବା ଦରରେ ଲାଗିଲା ବ୍ରେକ୍

ବଦଳିଲା ସୁନା-ରୂପା ଦର।

ନୂଆଦିଲ୍ଲୀ: ବଦଳିଲା ସୁନା-ରୂପା ଦର। ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।

ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ। କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ। ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର। ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୩,୦୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୫୦ ଟଙ୍କା ରହିଛି । ଗତକାଲି ଅର୍ଥାତ ମଙ୍ଗଳବାର ଅପେକ୍ଷା ବୁଧବାର ଦର ସାମାନ୍ୟ କମିଛି ।

ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଦଶ ଗ୍ରାମ ପ୍ରତି ୯୩,୦୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୫୦୦ ଟଙ୍କା ରହିଛି । ଭୁବନେଶ୍ୱରରେ ଗତକାଲି ଅପେକ୍ଷା ଆଜି ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି। ଦେଶର ଆର୍ôଥକ ରାଜଧାନୀ ମୁମ୍ବାଇରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୩,୦୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୫୦ ଟଙ୍କା ରହିଛି ।

ରାଜଧାନୀ ଦିଲ୍ଲୀରେ ସୁନା ଦର ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୩,୦୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୫୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୩,୦୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୫୦ ଟଙ୍କା ରହିଛି । ଗତ କାଲି ଅପେକ୍ଷା ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୩,୦୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୫୦ ଟଙ୍କା ରହିଛି ।

ବେଙ୍ଗାଲୁରୁରେ ମଧ୍ୟ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୩,୦୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୫୦ ଟଙ୍କା ରହିଛି ।

ରୂପା ମୂଲ୍ୟ କିଲୋ ପ୍ରତି ୧ ଲକ୍ଷ ୨୧ ହଜାର ୧୦୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ରୂପା ମୂଲ୍ୟ କିଲୋ ପ୍ରତି ୧ ଲକ୍ଷ ୩୧ ହଜାର ୧୦୦ ଟଙ୍କା ରହିଛି ।