fbpx

ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ,୧୧ ।୮(ଓଡିଶା ଭାସ୍କର): କରୋନା ପ୍ରଭାବିତ ରାଜ୍ୟ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ଦିନ ୧୧ଟାରେ ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିସି ଜରିଆରେ ପ୍ରଧାନମନ୍ତ୍ରୀ ଆଲୋଚନା କରିବେ । ଏହି ବୈଠକରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟ ସଚିବ ଉପସ୍ଥିତ ରହିବେ । ଏଥିରେ ଆନ୍ଧ୍ରପ୍ରଦେଶ, ବିହାର, ଗୁଜରାଟ, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ, ମହାରାଷ୍ଟ୍ର ଓ ତାମିଲନାଡୁ ଆଦି ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଉପସ୍ଥିତ ରହିବେ ।

Get real time updates directly on you device, subscribe now.