fbpx

ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର-NPRକୁ କ୍ୟାବିନେଟ୍ ମଞ୍ଜୁରି

ନୂଆଦିଲ୍ଲୀ,୨୪ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି କେନ୍ଦ୍ର କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ଏହି ବୈଠକରେ ଜନସଂଖ୍ୟା ରେଜିଷ୍ଟର-NPRର ଅପଡେଟ୍ ନିଷ୍ପତ୍ତିକୁ କ୍ୟାବିନେଟ୍ ମଞ୍ଜୁରି ମିଳିଛି ।

ସୂଚନା ମୁତାବକ, ଏନପିଆରରେ ଦେଶର ‘ସାମାନ୍ୟ ନାଗରିକ’ଙ୍କ ଗଣନା କରାଯାଇଥାଏ । ଏନପିଆର ଅର୍ଥ କୌଣସି ଗାଁ କିମ୍ବା ଗ୍ରାମାଞ୍ଚଳ, ସହର କିମ୍ବା ୱାର୍ଡ଼ ତଥା ସହରାଞ୍ଚଳର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ବାସ କରୁଥିବା ଲୋକଙ୍କ ସମ୍ପୂର୍ଣ୍ଣ ବିବରଣୀ।

Get real time updates directly on you device, subscribe now.