ଭୁବନେଶ୍ୱର: ଆସନ୍ତା କାଲିଠାରୁ ବିଧାନସଭା ମୌସୁମୀ ଅଧିବେଶନ । ବିଧାନସଭା ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ପୋଲିସ ଡିଜି ।
ଅଧିବେଶନ ପାଇଁ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
ପୂର୍ବ ଅଧିବେଶନବେଳେ ବିରୋଧୀଙ୍କ ହଟଗୋଳକୁ ନଜରରେ ରଖି ବିଧାନସଭା ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି ।