fbpx

ରାଜ୍ୟରେ ଆଜି ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୧୯ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୫୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଳାର ସର୍ବାଧିକ ୪, ଖୋର୍ଦ୍ଧାରୁ ୨, ସୁନ୍ଦରଗଡ଼ରୁ ୨, ଭଦ୍ରକ ଓ ବରଗଡ଼ରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.