ଭୁବନେଶ୍ୱର, ୨୬ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୩୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଓ ସମ୍ବଲପୁରରୁ ୩ଜଣ ଲେଖାଏଁ, କଟକ ଓ ଗଞ୍ଜାମରୁ ୨ଜଣ ଲେଖାଏଁ, କେନ୍ଦୁଝର, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
4.A 42-year old male of Ganjam district who was also suffering from Chronic Kidney Disease, Diabetes, Obstructive Uropathy.
5.A 75-year old male of Ganjam district who was also suffering from Diabetes.
— H & FW Dept Odisha (@HFWOdisha) August 26, 2020
6. A 60-year old female of Keonjhar district who was also suffering from Diabetes & Hypothyroidism.
7.A 72-year old male of Puri district.
8. A 42-year old male of Sambalpur district who was also suffering from Hypertension & Diabetes.
— H & FW Dept Odisha (@HFWOdisha) August 26, 2020
12.A 60-year old male of Sundergarh district who was also suffering from Diabetes.
13.A 70-year old male of Sundergarh district who was also suffering from Hypertension.
— H & FW Dept Odisha (@HFWOdisha) August 26, 2020