fbpx

ବଡ ଖବର: ରାଜ୍ୟରେ ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ୩୦୧୪ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୩୦ ।୮(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିଛି । ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୩,୦୧୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧,୮୬୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧,୧୪୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୦,୯୩୪ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୮୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.