ଭୁବନେଶ୍ୱର, ୧ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୮୦୭୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଖୋର୍ଦ୍ଧାରୁ ୮୯୦, ଯାଜପୁରରୁ ୩୧୪, ରାୟଗଡ଼ାରୁ ୩୦୨, ଗଞ୍ଜାମରୁ ୨୫୩, କେନ୍ଦ୍ରାପଡ଼ାରୁ ୧୬୨, କଟକରୁ ୧୪୩, ମୟୁରଭଞ୍ଜରୁ ୧୩୧, କୋରାପୁଟରୁ ୧୩୦, ନୟାଗଡ଼ରୁ ୧୨୬, ବାଲେଶ୍ୱରରୁ ୧୦୫, ମାଲକାନଗିରିରୁ ୮୭, ସୁନ୍ଦରଗଡ଼ରୁ ୮୬, ସମ୍ବଲପୁରରୁ ୮୪, ପୁରୀରୁ ୮୨, ଭଦ୍ରକରୁ ୬୩, ଜଗତସିଂହପୁରରୁ ୬୨, ଝାରସୁଗୁଡ଼ାରୁ ୫୯, ବରଗଡ଼ରୁ ୫୭, ବଲାଙ୍ଗୀରରୁ ୫୪, କନ୍ଧମାଳରୁ ୫୨, ଅନୁଗୁଳରୁ ୫୧, କେନ୍ଦୁଝରରୁ ୪୬, ସୋନପୁରରୁ ୩୫, ନବରଙ୍ଗପୁରରୁ ୨୫, ଢ଼େଙ୍କାନାଳରୁ ୨୩, ଗଜପତିରୁ ୨୩, କଳାହାଣ୍ଡିରୁ ୧୬, ବୌଦ୍ଧରୁ ୧୨, ଦେଓଗଡ଼ରୁ ୭, ନୂଆପଡ଼ାରୁ ୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
Another 3484 #COVID19 patients have recovered and are being discharged on 01.09.2020
890 from Khordha
314 from Jajpur
302 from Rayagada
253 from Ganjam
162 from Kendrapara
143 from Cuttack
131 from Mayurbhanj
130 from Koraput
126 from Nayagarh
105 from Baleswar— H & FW Dept Odisha (@HFWOdisha) September 1, 2020
16 from Kalahandi
12 from Boudh
7 from Deogarh
4 from NuapadaThe total recovered cases of Odisha now stand at 80770
— H & FW Dept Odisha (@HFWOdisha) September 1, 2020