fbpx

ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ବୟାନ ରେକର୍ଡ

କଟକ,୭ ।୯(ଓଡିଶା ଭାସ୍କର): ସାଂସଦ ତଥା ଅଭିନେତା ଅନୁବଭ ମହାନ୍ତି ଓ ବର୍ଷା ପ୍ରିୟଦର୍ଶନୀଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଛି । ମାମଲାରେ କୋର୍ଟରେ ପହଞ୍ଚିଥିବା ବେଳେ ଆଜି ବର୍ଷାଙ୍କ ବୟାନ ରେକର୍ଡ କରାଯାଇଛି । ବର୍ଷାଙ୍କ ବୟାନ ରେକର୍ଡ କରିଛନ୍ତି ଡିଭି ଆକ୍ଟ ପ୍ରୋଟେକ୍ସନ ଅଫିସର ।

ତେବେ ଅନୁଭବଙ୍କ ବିରୋଧରେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଅଭିଯୋଗ ଆଣିଥିଲେ ବର୍ଷା । କିନ୍ତୁ ଅନୁଭବ ଏହାର ଅସ୍ୱୀକାର କରି ବର୍ଷା ମାନସିକ ଯନ୍ତ୍ରଣା ଦେଉଥିଲେ ବୋଲି କୋର୍ଟରେ ପିଟିସନ ଦାଖଲ କରିଥିଲେ । ଆଜି ଅନୁଭବ ଓ ବର୍ଷା ମାମଲାର ଶୁଣାଣି ହେବ ।

Get real time updates directly on you device, subscribe now.