fbpx

ପର୍ଯ୍ୟଟନ ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର, ୭ା୯(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କରେନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଗତ ସାତ ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ପାଇଁ ଜ୍ୟୋତିପ୍ରକାଶ ଅନୁରୋଧ କରିଛନ୍ତି ।

Get real time updates directly on you device, subscribe now.