fbpx

କେନ୍ଦ୍ରାପଡା ବିଧାୟକ କରୋନା ପଜିଟିଭ୍

କେନ୍ଦ୍ରାପଡା,୧୨ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ବଢି ବଢି ଚାଲିଛି । ଏହାରି ମଧ୍ୟରେ କେନ୍ଦ୍ରପଡା ବିଧାୟକ ଶଶି ଭୂଷଣ ବେହେରା କରୋନାରେ ସଂକ୍ରମିତ ହୋଇଛନ୍ତି । ପଜିଟିଭ୍ ଚିହ୍ନଟ ନେଇ ଖୋଦ୍ ବିଧାୟକ ଟ୍ୱିଟ ଜରିଆରେ ସୂଚନା ଦେଇଛନ୍ତି । ଏହା ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ ପରୀକ୍ଷା କରାଇବାକୁ ସେ ପରାମର୍ଶ ଦେଇଛନ୍ତି ।

Get real time updates directly on you device, subscribe now.