fbpx

ପାଟଣାଗଡ ବିଧାୟକଙ୍କୁ କରୋନା

ପାଟଣାଗଡ,୧୨ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ବଢି ବଢି ଚାଲିଛି । ଏହାରି ମଧ୍ୟରେ ପାଟଣାଗଡ ବିଧାୟକ ସରୋଜ ମେହେର କରୋନାରେ ସଂକ୍ରମିତ ହୋଇଛନ୍ତି । ପଜିଟିଭ୍ ଚିହ୍ନଟ ନେଇ ଖୋଦ୍ ବିଧାୟକ ଟ୍ୱିଟ ଜରିଆରେ ସୂଚନା ଦେଇଛନ୍ତି । ଏହା ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ ପରୀକ୍ଷା କରାଇବାକୁ ସେ ପରାମର୍ଶ ଦେଇଛନ୍ତି । ଏହା ସହ ଆଜି କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା ମଧ୍ୟ କରୋନା ପଜିଟିଭ୍ ହୋଇଛନ୍ତି ।

Get real time updates directly on you device, subscribe now.