fbpx

ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହଙ୍କ ପରଲୋକ

ନୂଆଦିଲ୍ଲୀ,୧୩ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହଙ୍କର ଆଜି ପରଲୋକ ଘଟିଛି । ଦିଲ୍ଲୀ ଏମସରେ ଚିକିତ୍ସାଧୀନ ଅବସ୍ଥାରେ ୭୪ ବର୍ଷ ବୟସରୋ ତାଙ୍କର ଦେହାନ୍ତ ହୋଇଛି । ରାଷ୍ଟ୍ରୀୟ ଜନତା ଦଳର ପ୍ରମୁଖ ଲାଲୁ ପ୍ରସାଦ ଯାଦବଙ୍କ ନିକଟୀୟ ଥିବା ଜଣାପଡିଛି । ବିହାର ରାଜନୀତିରେ ରଘୁବଂଶ ବାବୁ ନାମରେ ବେଶ ଜଣାଶୁଣା ଥିଲେ । ବିହାର ବୈଶାଳୀର ଥିବା ରଘୁବଂଶ କିଛି ଦିନ ତଳେ ଆଇସିୟୁରେ ଥାଇ ଆରଜେଡିରୁ ଇସ୍ତଫା ଦେଇଥିଲେ ।

Get real time updates directly on you device, subscribe now.