fbpx

୨୦ରେ ଆସୁଛି ଆଉ ଏକ ଲଘୁଚାପ!

ଭୁବନେଶ୍ୱର,୧୬ ।୯(ଓଡିଶା ଭାସ୍କର): ସେପ୍ଟେମ୍ବର ୨୦ରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତି ପ୍ରଳବ ବର୍ଷା ବର୍ଷା ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର ୨୦ରୁ ୨୩ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏନେଇ ୨୦ ତାରିଖରୁ ଗଭୀର ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ସମୁଦ୍ରରେ ଥିବା ଧୀବରଙ୍କଚ ୨୦ ତାରିଖ ପୂର୍ବରୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି ।

Get real time updates directly on you device, subscribe now.