fbpx

ଖୁସି ଖବର: ରାଜ୍ୟରେ ଆଜି ୪୦୧୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୦/୯ (ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୪୦୧୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୪୫୬୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଖୋର୍ଦ୍ଧା ରୁ ସର୍ବାଧିକ ୮୪୦, କଟକରୁ ୪୩୪, ପୁରୀରୁ ୨୭୪, ବାଲେଶ୍ୱରରୁ ୧୯୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Get real time updates directly on you device, subscribe now.