fbpx

ଶ୍ରୀମନ୍ଦିର ଖୋଲିବାକୁ ସରକାର ଅରାଜି

ଭୁବନେଶ୍ୱର,୨୮ ।୯(ଓଡିଶା ଭାସ୍କର): ଶ୍ରୀମନ୍ଦିର ଓ ରାଜ୍ୟରେ ଅନ୍ୟ ଧର୍ମାନୁଷ୍ଠାନ ଖୋଲିବା ସମ୍ପର୍କିତ ମାମଲାରେ ହାଇକୋର୍ଟରେ ଜବାବ ଦାଖଲ କଲେ ରାଜ୍ୟ ସରକାର । ଭକ୍ତଙ୍କ ଭିଡ ଓ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା କରିଛନ୍ତି ସରକାର । ଧର୍ମାନୁଷ୍ଠାନ ଖୋଲିବା ନେଇ ରାଜ୍ୟ ସରକାର ଅମଙ୍ଗ ହେଉଛନ୍ତି । ଆସନ୍ତା ସପ୍ତାହରେ ହାଇକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି । ଏନେଇ ଆଇନଜୀବୀ ବିଭୂତିଭୂଷଣ ଚୌଧୁରୀ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.