fbpx

ରାଜ୍ୟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୪ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର, ୩୦/୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି  ୩୪୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.