fbpx

ସାବଧାନ୍! ୪ ଜିଲ୍ଲାରେ ପ୍ରବଳ କାଚିବ

ଭୁବନେଶ୍ୱର,୩ ।୧୦(ଓଡିଶା ଭାସ୍କର): ରାଜ୍ୟରେ ଲଘୁଚାପ ପ୍ରଭାବ ଯୋଗୁଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହି ୪ଟି ଜିଲ୍ଲା ଯଥା- ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ବ୍ୟତିତ ଆଜି ୧୨ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୧୨ଟି ଜିଲ୍ଲା ହେଉଛି- ଖୋର୍ଦ୍ଧା, କଟକ, ଗଜପତି, ରାୟଗଡା, ନୟାଗଡ, ବୌଦ୍ଧ, ପୁରୀ, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ, ସୋନପୁର । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।

Get real time updates directly on you device, subscribe now.