fbpx

ପରଲୋକରେ ପିପିଲି ବିଧାୟକ ପ୍ରଦୀପ ମହାରଥୀ

ଭୁବନେଶ୍ୱର,୪ ।୧୦(ଓଡିଶା ଭାସ୍କର): ବିଜେଡିର ଜଣେ ଦକ୍ଷ ରାଜନୀତିଜ୍ଞ ବା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା । ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ୨ଦିନ ପୂର୍ବରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।

ପୂର୍ବରୁ କୋରୋନାରେ ଆକ୍ରାନ୍ତ ହୋଇଥିଲେ ମହାରଥୀ। ସୁସ୍ଥ ହେବା ପରେ ପୁଣି ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ। ୧୯୫୫ ମସିହା ଜୁଲାଇ ୪ରେ ଜନ୍ମ ଗ୍ରହଣ କରିଥିବା ମହାରଥୀ ୧୯୮୫ରେ ପ୍ରଥମ ଥର ବିଧାୟକ ହୋଇଥିଲେ ।

Get real time updates directly on you device, subscribe now.