fbpx

ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୨୬୧୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୫ ।୧୦(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୬୧୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୨୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦୯୬ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୫,୩୩୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ବରଗଡରୁ ୧୪୮, କଟକରୁ ୧୩୬, ବଲାଙ୍ଗିରରୁ ୧୦୯, କେନ୍ଦ୍ରାପଡାରୁ ୧୩୨, କେନ୍ଦୁଝରରୁ ୧୦୭, ମୟୂରଭଞ୍ଜରୁ ୧୦୧, ପୁରୀରୁ ୭୯, ସମ୍ବଲପୁରରୁ ୧୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.