fbpx

୧୨ ତାରିଖରୁ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୯/୧୦(ଓଡିଶା ଭାସ୍କର): ଆସନ୍ତା ୧୨ ତାରିଖରୁ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା। ୧୨ ତାରିଖରୁ ୨୨ ତାରିଖ ମଧ୍ୟରେବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ହେବ ପରୀକ୍ଷା। ୨୬ଟି ପରୀକ୍ଷା କେନ୍ଦ୍ରରେ ୬୨ ହଜାର ୧୮୯ ପରୀକ୍ଷାର୍ଥୀ ପରୀକ୍ଷା ଦେବେ।

ତେବେ ୭ ନଭେମ୍ବରରେ ପ୍ରକାଶ ପାଇବ ମେରିଟ ଲିଷ୍ଟ। ଓଏମ୍‌ଆର୍‌ରେ ୭୦ଟି ମଲ୍ଟିପୁଲ୍‌ ଚଏସର ପରୀକ୍ଷା ହେବ। ପୂଜା ଛୁଟି ପରେ ସ୍କୁଲ ଓ କଲେଜ ଖୋଲିଲେ ପାଠ ପଢ଼ା ହେବ ବୋଲି ସୂଚନା ମିଳିଛି ।

Get real time updates directly on you device, subscribe now.