fbpx

ପରଲୋକରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ପିତା

ଟିଟିଲାଗଡ଼, ୧୦ ।୧୦(ଓଡିଶା ଭାସ୍କର): ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ବାପା ଗୌରୀଶଙ୍କର ତ୍ରିପାଠୀଙ୍କ ଆଜି ୯୬ ବର୍ଷ ବୟସରେ ପରଲୋକ ଘଟିଛି । ଗତକାଲି ଟିଟିଲାଗଡ଼ ହାଟପଦା ପଡ଼ାସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଥିବା ଖବର ମିଳିଛି । ସ୍ବର୍ଗତ ତ୍ରିପାଠୀ ୧୯୨୪ ମସିହାରେ ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଯୋଗୀସୁରଡ଼ା ଗାଁରେ ଜନ୍ମଗ୍ରହଣ କରିଥିଲେ।  ଆଜି ତାଙ୍କ ଶେଷକୃତ୍ୟ କରାଯିବ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.