ଭୁବନେଶ୍ୱର,୧୫ ।୧୦(ଓଡିଶା ଭାସ୍କର): ସାରା ରାଜ୍ୟରେ ଲଗାଣ ବର୍ଷା ଲାଗିରହିଥିବା ବେଳେ ଅକ୍ଟୋବର ୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ ହୋଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।