fbpx

ପୁରୀ ଅଭିମୁଖେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁରୀ, ୧୭ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଥିବା ବେଳେ ମନ୍ଦିର ଖୋଲିବା ପାଇଁ ଦାବି ହେଉଛି । ଏହାରି ମଧ୍ୟରେ ଆଜି ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଡଦାଣ୍ଡର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବେ ନବୀନ । ଏହା ସହ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି ।

Get real time updates directly on you device, subscribe now.