fbpx

ଇଂଲଣ୍ଡକୁ ଫେରିଲା ଲକଡାଉନ

ଇଂଲଣ୍ଡକୁ ଫେରିଲା ଲକଡାଉନ । ପ୍ରଧାନମନ୍ତ୍ରୀ ବୋରିସ ଜୋନସନ ଡିସେମ୍ବର ୨ ଯାଏଁ ଲକଡାଉନ ଘୋଷଣା କରିଛନ୍ତି । ଇଂଲଣ୍ଡରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଅତିକ୍ରମ କରିବା ପରେ ଏହି ପଦକ୍ଷେପ ନିଆଯାଇଛି । ଏହି ସମୟରେ ସ୍କୁଲ ଓ କଲେଜ ଖୋଲା ରହିବ । ରେସ୍ତୋରାଁ, ପବ , ହୋଟେଲ ବନ୍ଦ ରହିବ। ଲୋକଙ୍କ ଯିବା ଆସିବା ଉପରେ ବି ପ୍ରତିବନ୍ଧକ ଲଗାଯାଇଛି

Get real time updates directly on you device, subscribe now.