ଭୁବନେଶ୍ୱର,୨।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୩୮୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୯୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୯୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩,୨୧୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 1st November
New Positive Cases: 1389
In Quarantine: 798
Local Contacts: 591(Details of local contacts will be shared by concerned District Administration)
District Wise Cases:
1. Angul: 69
2. Balasore: 59
3. Bargarh: 71
4. Bhadrak: 52
5. Balangir: 70— I & PR Department, Odisha (@IPR_Odisha) November 2, 2020
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
22. Mayurbhanj: 55
23. Nawarangpur: 24
24. Nayagarh: 22
25. Nuapada: 59
26. Puri: 58
27. Rayagada: 10
28. Sambalpur: 34
29. Sonepur: 35
30. Sundargarh: 100
31. State Pool: 31New Recoveries: 1815
Cumulative Tested: 4645192
Positive: 293214
Recovered: 277564
Active Cases: 14257— I & PR Department, Odisha (@IPR_Odisha) November 2, 2020