fbpx

ରାଜ୍ୟରେ ଆଜି ୯ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୨ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୩୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର, କନ୍ଧମାଳ, ସମ୍ବଲପୁର, କଟକ, ପୁରୀ ଓ ସୋନପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

 

Get real time updates directly on you device, subscribe now.