fbpx

ଆଜି ପୁଣି ୩୦ ଜିଲ୍ଲାରୁ ୧୪୩୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୮।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୪୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୩୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୦୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୧,୫୭୪ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୪ ଓ କଟକରୁ ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.