fbpx

ତୃତୀୟ ରାଉଣ୍ଡରେ ତିର୍ତ୍ତୋଲରେ କିଏ ଅଛି ଆଗୁଆ? ଜାଣନ୍ତୁ କାହାକୁ ମିଳିଛି କେତେ ଭୋଟ୍

ତିର୍ତ୍ତୋଲ,୧୦ ।୧୧(ଓଡିଶା ଭାସ୍କର): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଉଭୟ ଆସନରେ ବିଜେଡି ଆଗୁଆ ରହିଛି । ତୃତୀୟ ରାଉଣ୍ଡ ସୁଦ୍ଧା ତିର୍ତ୍ତୋଲରେ ବିଜେଡି ୪୪୪୫ ଭୋଟରେ ଆଗୁଆ ରହିଛି । ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଦାସଙ୍କୁ ୧୧,୪୦୪ ଭୋଟ୍, ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୬,୯୫୯ ଓ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ମଲ୍ଲିକଙ୍କୁ ୧,୬୭୭ ଭୋଟ୍ ମିଳିଛି ।

Get real time updates directly on you device, subscribe now.