fbpx

ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, ୩ା୧(ଓଡ଼ିଶା ଭାସ୍କର): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ଜାନକୀ ବଲ୍ଲଭ ପଟ୍ଟନାୟଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ରାଜ୍ୟର ପ୍ରଗତି ସହ ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ତାଙ୍କ ଅବଦାନ ପାଇଁ ସେ ଚିରସ୍ମରଣୀୟ ହୋଇ ରହିବେ ବୋଲି ନବୀନ କହିଛନ୍ତି ।

Get real time updates directly on you device, subscribe now.