fbpx

ରାଶିଫଳ (ବୁଧବାର, ନଭେମ୍ବର ୧୧, ୨୦୨୦)

ମେଷ- ଆଜି ଆପଣଙ୍କ ଆତ୍ମବିଶ୍ୱାସ ବଢିବ ଓ ପ୍ରଗତି ନିଶ୍ଚିତ ହେବ । ଆୟ ଅପେକ୍ଷା ଅଧିକ ବ୍ୟୟ ହେବ । ବ୍ୟପାରରେ ହାନି ସ୍ଥିତି ରହିବ । କୌଣସି କାମରେ ମନ ଲାଗିବ ନାହିଁ । ବିଦ୍ୟାର୍ଥୀମାନଙ୍କ ମନ ପଢାରେ ଲାଗିବ ନାହିଁ ।
ବୃଷ- ବାହାରକୁ ବାହାରିବା ପରେ କୌଣସି ଅଜଣା ବ୍ୟକ୍ତି ଉପରେ ବିଶ୍ୱାସ କରନ୍ତୁ ନାହିଁ । କୌଣସି ମହିଳା ମିତ୍ରର ସାହାର୍ଯ୍ୟ କରି ପାରନ୍ତି । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ବ୍ୟାଙ୍କ ସହ ଜଡିତ କାମରେ ସାବଧାନ ରୁହନ୍ତୁ । କରିଥିବା କାମରେ ବର୍ତ୍ତମାନ ଲାଭ ମିଳିବ ।
ମିଥୁନ- ପ୍ରେମୀ ପ୍ରେମିକାଙ୍କ ସମ୍ପର୍କରେ ବିବାଦ ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ବିରୋଧୀ ବଢିବେ । ଆୟ ବ୍ୟୟରେ ସନ୍ତୁଳନ ରକ୍ଷ୍ୟା କରନ୍ତୁ ।

କର୍କଟ- ଆଜି ଆପଣଙ୍କୁ କିଛି ସହଯୋଗ ମିଳିବ । ଆର୍ôଥକ ସମସ୍ୟା ଆସିବ । ଟଙ୍କା ନେବା ଦେବାରେ ସାବଧାନ ରୁହନ୍ତୁ । ସ୍ୱାସ୍ଥ୍ୟ କମଜୋର ରହିପାରେ । ବ୍ୟୟ ଅଧିକ ହେବ । କୌଣସି ବି ଝଗଡାରେ ଭାଗୀଦାରୀ ହୁଅନ୍ତୁ ନାହିଁ ।
ସିଂହ- ନିଜ ଘରର କିଛି ପରିସ୍ଥିତି ଖରାପ ହୋଇପାରେ । ଆପଣ ନିଜର କାମକାର୍ଯ୍ୟ ପାଇଁ କାହାର ସହଯୋଗ ନେଇ ପାରନ୍ତି । ନିଷ୍ପତି ନେବା ପୂର୍ବରୁ ବୁଝି ସୁଝି ନିଅନ୍ତୁ । ସ୍ଥାୟୀ ସମ୍ପତ୍ତିରୁ ଲାଭ ମିଳିପାରେ । ପ୍ରେମ ପ୍ରସଙ୍ଗରେ ସ୍ଥିତି ଭଲ ରହିବ ।

କନ୍ୟା- ଅଧିକ ଧନ ବ୍ୟୟ ହେବା ଦ୍ୱାରା ମନ ଅଶାନ୍ତ ରହିବ । ବିଦ୍ୟାଧ୍ୟାନ ସମ୍ବନ୍ଧିତ ଶୁଭ ସମାଚାର ମିଳିବ । ପୈତୃକ ସମ୍ପତ୍ତି ପ୍ରାପ୍ତ କରିବାର ଯୋଗ ଅଛି । ଅତିରିକ୍ତ ଆୟ ପାଇଁ ନିଜର ସୃଜନାତ୍ମକ ବିଚାରର ସାହାର ନିଅନ୍ତୁ ।
ତୁଳା- କୌଣସି ବି ଅପିରିଚିତ ବ୍ୟକ୍ତି ଉପରେ ବିଶ୍ୱାସ କରନ୍ତୁ ନାହିଁ । ଜୋଖିମ ଉଠାନ୍ତୁ ନାହିଁ କିମ୍ବା କୌଣସି ବି ପ୍ରକାରର ବିବାଦକୁ ଯାଆନ୍ତୁ ନାହିଁ । ଆକସ୍ମିକ ଧନଲାଭ ହୋଇପାରେ । ସନ୍ତାନ ଆପଣଙ୍କ ଆଜ୍ଞା ମାନିବେ । ଆୟର ନୂତନ ସ୍ରୋତ ମିଳିପାରେ ।
ବିଛା- କିଛି ବନ୍ଧୁଙ୍କ ସହିତ ସାକ୍ଷାତ ହୋଇ ଉତ୍ସାହ ବର୍ଧକ ସୂଚନା ପ୍ରାପ୍ତ କରିବେ । କୌଣସି ବଡ଼ କାମ କରିବାରେ ମନ ଲାଗିବ । ରାଜନୀତି କ୍ଷେତ୍ରରେ ଆପଣଙ୍କ ମାନ ସମ୍ମାନ ବଢିବ । ଉଚ୍ଚ ଅଧିକାରୀ ଆପଣଙ୍କ ସହ ମିତ୍ର ବ୍ୟବହାର କରିବେ । ।

ଧନୁ- ପ୍ରେମ ସମ୍ବନ୍ଧରେ ସାବଧାନ ରୁହନ୍ତୁ । ସ୍ୱାସ୍ଥ୍ୟ ସାଧାରଣ ରହିବ । ଖାଦ୍ୟପାନରେ ରୁଚି ବଢିବ । ଅଧିକାରୀମାନଙ୍କ ସହ ସମ୍ପର୍କ ଭଲ ରହିବ । ଏକ ଆଧ୍ୟାତ୍ମିକ ବ୍ୟକ୍ତିଙ୍କ ଆଶୀର୍ବାଦ ମିଳିପାରେ । ଅଟକିଥିବା ଟଙ୍କା ମିଳି ଆର୍ôଥକ ଅବସ୍ଥା ଭଲ ହୋଇଯିବ ।

ମକର- ପ୍ରେମୀମାନଙ୍କୁ ପାଇଁ ଆଜି କିଛି ଶୁଭ ଖବର ମିଳିପାରେ । ଉଚ୍ଚ ବର୍ଗ ଲୋକମାନଙ୍କ ଚାକିରିରେ କିଛି ଅସୁବିଧା ଆସିପାରେ । ଧର୍ମ ପ୍ରତି ଆସ୍ଥା ବଢିବ ପୂଜା ପାଠରେ ମନ ଲାଗିବ । ରାଜକୀୟ ସହଯୋଗ ପ୍ରାପ୍ତ ହେବ । ସ୍ୱାସ୍ଥ୍ୟ ଭଲ ରହିବ ।
କୁମ୍ଭ- ପରିଶ୍ରମ ଅଧିକ ରହିବ । ଦୁର୍ଘଟନାର ସମ୍ଭାବନା ଅଛି । କିଛି କାର୍ଯ୍ୟ ଖରାପ ହୋଇପାରେ । ବିବାଦକୁ ବଢାନ୍ତୁ ନାହିଁ । ଲାଭ ପାଇଁ ଅନ୍ୟର କ୍ଷତି କରନ୍ତୁ ନାହିଁ । ମୌସମର ପ୍ରଭାବ ସ୍ୱାସ୍ଥ୍ୟ ଉପରେ ପଡିପାରେ । ଘର ଲୋକମାନଙ୍କ କଥା ଶୁଣି ନିବେଶ କରନ୍ତୁ । ଆଜିର ଦିନ ଆପଣନଙ୍କୁ ବିଶ୍ରାମ କରିବା ଉଚିତ ।

ମୀନ- ବ୍ୟାପାରିକ ଯୋଜନା ବିଫଳ ହୋଇପାରେ । ବାହନ ଚଳାଇବା ସମୟରେ ସାବଧାନ ରୁହନ୍ତୁ । ଜୀବନସାଥିଙ୍କ ମହତ୍ୱପୂର୍ଣ ସହଯୋଗ ମିଳିବ । ଆପଣଙ୍କ ବୁଦ୍ଧି ଆପଣଙ୍କୁ ସଫଳତା ନିଷ୍କିତ ଦେବ । ଆଜି ନିଜର କର୍ମଚାରୀଙ୍କ ଉପରେ ଧ୍ୟାନ ଦିଅନ୍ତୁ ରଚନାତ୍ମକ କାର୍ଯ୍ୟରେ ରୁଚି ବଢିବ ।

ଜ୍ୟୋର୍ତିବିଦ୍ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ
(ଏମ୍ କମ୍‌,ଏମ.ବି.ଏ) ସେକ୍ଟର-୩/୩୦୯, ନିଳାଦ୍ରୀବିିହାର, ଭୁବନେଶ୍ୱର-୨୧ ମୋ: ୯୪୩୮୩୮୯୦୩୯

Get real time updates directly on you device, subscribe now.