fbpx

ଜୟଦେବ ବାଟିକାରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର ୧୧ ।୧୧(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଥିବା ଜୟଦେବ ବାଟିକାରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଖଣ୍ଡଗିରି ଥାନା ପୋଲିସ ଓ ଫୋରେନସିକ୍ ଟିମ୍ ତଦନ୍ତ ଜାରି ରଖିଛି ।

ତେବେ ଜୟଦେବ ବାଟିକାର ୫୩ ନମ୍ବର ପିଣ୍ଡି ନିକଟରେ ଥିବା ଏକ ଥୁଣ୍ଟା ଗଛରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ନିକଟରେ ସାଇକେଲ ଚାବି ସହ ୧୦ ଟଙ୍କିଆ ନୋଟ୍ ପଡିଥିବା ସୂଚନା ମିଳିଛି ।

Get real time updates directly on you device, subscribe now.