fbpx

ଏଣିକି ସ୍କୁଲ୍ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର,୧୩ ।୧୧(ଓଡିଶା ଭାସ୍କର): ଏଣିକି ସ୍କୁଲ୍ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’ । ବନ୍ଦେ ଉତ୍କଳ ଜନନୀ ସ୍ଥାନ ପାଇବା  ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ବନ୍ଦେ ଉତ୍କଳ ଜନନୀ ସ୍ଥାନ ପାଇବ । ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

Get real time updates directly on you device, subscribe now.