fbpx

ଜଷ୍ଟିସ ସଞ୍ଜୁ ପଣ୍ଡାଙ୍କୁ ହାଇକୋର୍ଟ ମୁଖ୍ୟ ବିଚାରପତି ଦାୟିତ୍ୱ

କଟକ, ୪ା୧(ଓଡ଼ିଶା ଭାସ୍କର): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱରେ ରହିବେ ଜଷ୍ଟିସ ସଞ୍ଜୁ ପଣ୍ଡା । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଦାୟିତ୍ୱ ଦେଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜି ଜଷ୍ଟିସ କେ.ଏସ.ଜାଭେରୀଙ୍କ ଅବସର ପରେ ନୂଆ ଦାୟିତ୍ୱ ଦିଆଯାଇଛି । ଆସନ୍ତାକାଲିଠାରୁ ବିଧିବଦ୍ଧ ଭାବେ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେବେ ଜଷ୍ଟିସ ସଞ୍ଜୁ ପଣ୍ଡା ।

Get real time updates directly on you device, subscribe now.