fbpx

ରାଜ୍ୟରେ ଆଜି ୬୬୮ ସଂକ୍ରମିତ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୩।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୬୬୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୮୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୮୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪,୬୨୯ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ନୂଆପଡାରୁ ସର୍ବାଧିକ ୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.