fbpx

୨୯ରେ ମାଡିଆସୁଛି ଆଉ ଏକ ଲଘୁଚାପ!

ଭୁବନେଶ୍ୱର,୨୫ ।୧୧(ଓଡିଶା ଭାସ୍କର): ଆସନ୍ତା ୨୯ ତାରିଖରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋବର ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗର ଦକ୍ଷିଣଭାଗରେ ଏହା ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.