fbpx

ରାଜ୍ୟରେ ଆଜି ୫୯୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୨୭।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୫୯୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୪୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୫୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୭,୨୩୯ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

 

Get real time updates directly on you device, subscribe now.