fbpx

ଆଜି ଆଉ ୮୦୨ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୮।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୮୦୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩,୧୦,୫୪୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Get real time updates directly on you device, subscribe now.