fbpx

ରାଶିଫଳ (ସୋମବାର, ନଭେମ୍ବର ୩୦/୨୦୨୦ )

ମେଷ- ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।
ବୃଷ- ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।
ମିଥୁନ- ଆଜି ଆପଣଙ୍କୁ ଏହା ଜାଣି ବହୁତ ଖରାପ ଅନୁଭବ ହେବଯେ ଯାହାକୁ ଆପଣ ନିଜ ସାଙ୍ଗ ଭାବୁଛନ୍ତି ସେ ଆପଣଙ୍କ ପିଠି ପଛରେ ଆପଣଙ୍କର ଖରାପ କରୁଛନ୍ତି ।

କର୍କଟ- ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ ।
ସିଂହ- ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ ।
କନ୍ୟା- ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।
ତୁଳା- ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି ,ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ ।

ବିଛା- ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।
ଧନୁ- ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚିତ୍ ।ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।
ମକର- ଆଜି ଆପଣ ନିଜକୁ ଠିକ ଭାବେ ବୁଝି ପାରିବେ । ଆଜି ଆପଣ ନିଜର ବ୍ୟକ୍ତିତ୍ତ୍ୱକୁ ଭଲ ଭାବେ ବୁଝିବାକୁ ଚେଷ୍ଟା କରିବେ । ଏହି ସମୟ ଆପଣଙ୍କ ପାଇଁ ଶୁଭ ଅଟେ ।ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।

କୁମ୍ଭ- ଆପଣ ଏଭଳି ଜଣେ ବ୍ୟକ୍ତି ଯାହାକୁ ନିଜ ଆଖପାଖ ଲୋକଙ୍କ ସାହାଯ୍ୟ ସହଜରେ ମିଳିଯାଏ । ଆପଣଙ୍କୁ ହୁଏତ ଏହା ଜଣା ନାହିଁ ଯେ ବହୁତ ଲୋକ ଆପଣଙ୍କ ବ୍ୟକ୍ତିତ୍ତ୍ୱ ଦ୍ୱାରା ପ୍ରଭାବିତ । ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।
ମୀନ- ଆଜି ଆପଣ କୌଣସି ନୂଆ କାମ କରିବାରେ ମନ ଦେବେ ।ଏହି କାମ ଚେ଼ସ ଖେଳ ଠାରୁ ନେଇ ଆକାଶରେ ଉଡ଼ିବା ପର୍ଯ୍ୟନ୍ତ ହୋଇପାରେ । ଏହି ସମୟ ନିଜ ଜୀବନ ଶୈଳିରେ ପରିବର୍ତ୍ତନ ଆଣିବାର ଏବଂ କିଛି ମଜ୍ଜା କରିବାର ଅଟେ ।

ଜ୍ୟୋର୍ତିବିଦ୍ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ
(ଏମ୍ କମ୍‌,ଏମ.ବି.ଏ) ସେକ୍ଟର-୩/୩୦୯, ନିଳାଦ୍ରୀବିିହାର, ଭୁବନେଶ୍ୱର-୨୧ ମୋ: ୯୪୩୮୩୮୯୦୩୯

Get real time updates directly on you device, subscribe now.