fbpx

୮ରେ ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା

ନୂଆଦିଲ୍ଲ,୬ ।୧: ଆସନ୍ତା ୮ ତାରିଖରେ ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି । ୧୨ ଦଫା ଦାବି ନେଇ ଏହି ଧର୍ମଘଟ ଡାକରା ଦିଆଯାଇଛି । କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ଓ ସ୍ୱାଧୀନ ଫେଡରେସନ ମିଳିତ ମଞ୍ଚ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ବେକାରୀ, ବୋରାଜଗାର, ଦରଦାମ ବୃଦ୍ଧି ପ୍ରତିବାଦରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ ନେଇ ରାଜ୍ୟର ସହଯୋଗ ଲୋଡିଛି ମଞ୍ଚ ।

Get real time updates directly on you device, subscribe now.