ଭୁବନେଶ୍ୱର,୩।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୪୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୮୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୦୧୭ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Covid-19 Report For 2nd December
New Positive Cases : 434
In quarantine: 249
Local contacts: 185(Details of local contacts will be shared by concerned District Administration)
District Wise Cases:
1. Angul: 45
2. Balasore: 10
3. Bargarh: 23
4. Bhadrak: 8
5. Balangir: 29— I & PR Department, Odisha (@IPR_Odisha) December 3, 2020
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୪୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର ଓ ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
23. Nuapada: 30
24. Puri: 19
25. Rayagada: 1
26. Sambalpur: 8
27. Sonepur: 1
28. Sundargarh: 41
29. State Pool: 11New recoveries: 660
Cumulative tested: 6019855
Positive: 320017
Recovered: 313394
Active cases: 4815— I & PR Department, Odisha (@IPR_Odisha) December 3, 2020