କରୋନାରେ ଆଉ ୪ ମୁଣ୍ଡ ଗଡ଼ିଲା

ଭୁବନେଶ୍ୱର, ୧୪ା୧୨ (ଓଡିଶା ଭାସ୍କର): ରାଜ୍ୟରେ ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁଣି ୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଦ୍ୱାରା ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮୧୧କୁ ବୃଦ୍ଧି ପାଇଛି । ସୂଚନା ଅନୁଯାୟୀ ଢେଙ୍କାନାଳ, ଗଞ୍ଜାମ, ଝାରସୁଗୁଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବା ଜଣାଯାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୪ ଲକ୍ଷ ୯ ହଜାର ୬୭୫ ସାମ୍ପୁଲ ଟେଷ୍ଟ ହୋଇଥିବା ଜଣାଯାଇଛି ।

Get real time updates directly on you device, subscribe now.