ଭୁବନେଶ୍ୱର,୨୩।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୬୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୦ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୨୭୯ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Covid-19 Report For 22nd December
New Positive Cases: 364
In quarantine: 210
Local contacts: 154(Details of local contacts will be shared by concerned District Administration)
District Wise Cases:
1. Angul: 25
2. Balasore: 12
3. Bargarh: 16
4. Bhadrak: 13
5. Balangir: 22— I & PR Department, Odisha (@IPR_Odisha) December 23, 2020
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୪୬କୁ ବୃଦ୍ଧି ପାଇଛି । ଭୁବନେଶ୍ୱର, ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
23. Sambalpur: 15
24. Sonepur: 1
25. Sundargarh: 64
26. State Pool: 10New recoveries: 388
Cumulative tested: 6700524
Positive: 327279
Recovered: 322344
Active cases: 3036— I & PR Department, Odisha (@IPR_Odisha) December 23, 2020