fbpx

ଚାଷୀ ପାଇଲେ ୪୫୩୮ କୋଟି ଟଙ୍କା: ରଣେନ୍ଦ୍ର

ଭୁବନେଶ୍ୱର,୬ ।୧(ଓଡିଶା ଭାସ୍କର): କରୋନା ସଙ୍କଟ ମଧ୍ୟରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୬ ଲକ୍ଷ ୪୮ ହଜାର ୪୭୪ ମ୍ୟାଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଛି । ଯାହାକି ଗତବର୍ଷ ତୁଳନାରେ ୨୪ ପ୍ରତିଶତ ଅଧିକ ରହିଛି । ବର୍ତ୍ତମାନ ସୁଦ୍ଧା ୪୫୩୮ କୋଟି ଟଙ୍କା ଚାଷୀଙ୍କ ଖାତାକୁ ପ୍ରଦାନ କରାଯାଇଛି । ଏନେଇ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ।

Get real time updates directly on you device, subscribe now.