fbpx

IES ପରୀକ୍ଷାରେ ଓଡିଆ ପୁଅ ଟପ୍ପର

ଭୁବନେଶ୍ୱର,୧୧ ।୧(ଓଡିଶା ଭାସ୍କର): ଆଇଇଏସ୍ ପରୀକ୍ଷାରେ ଓଡିଆ ଛାତ୍ର ଅଂଶୁମାନ କାମିଲା ଟପ୍ପର ହୋଇଛନ୍ତି । ଆଇଇଏସ୍ ହେଉଛି ଇଣ୍ଡିଆନ ଇକୋନୋମିକ ସର୍ଭିସ । ତେବେ ଆଇଏସ ପରୀକ୍ଷାରେ ମୋଟ୍ ୩୨ ଜଣ କୃତକାର୍ଯ୍ୟ ହୋଇଥିବା ବେଳେ ଅଂଶୁମାନ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଅଂଶୁମାନ ହେଉଛନ୍ତି ପ୍ରତିଷ୍ଠିତ କଣ୍ଠଶିଳ୍ପୀ ତଥା ପ୍ରାଧ୍ୟାପିକା ମିତାଲି ଚିନାରା ଏବଂ ପୂର୍ବତନ ଚିଫ ପୋଷ୍ଟମାଷ୍ଟର ଜେନେରାଲ ସନ୍ତୋଷ କାମିଲାଙ୍କ ପୁଅ।

Get real time updates directly on you device, subscribe now.