fbpx

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,୨୬।୧(ଓଡିଶା ଭାସ୍କର) : ସାରା ଦେଶ ଆଜି ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ। ଏହାରି ମଧ୍ୟରେ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଭୁବନେଶ୍ୱରର ଗାନ୍ଧୀ ମାର୍ଗରେ ରାଜ୍ୟ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଛି। ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ। ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଛନ୍ତି ରାଜ୍ୟପାଳ । ସୁରକ୍ଷା ଦୃଷ୍ଟିରୁ ୨୫ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହୋଇଛି ।

Get real time updates directly on you device, subscribe now.