fbpx

ଆସନ୍ତାକାଲି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫ା୧(ଓଡ଼ିଶା ଭାସ୍କର): ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତରେ ଯିବେ । ସେ ପୁରୀରେ ଶ୍ରୀଜିଉଙ୍କ ଦର୍ଶନ କରିବେ । ସେଠାରେ ଦର୍ଶନ କରିବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ବୋଲି ସୂଚନା ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

Get real time updates directly on you device, subscribe now.